spot_img

ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ସକାଳୁ ସକାଳୁ କୋହଲା ପାଗ ଦେଖିବାକୁ ମିଳିଛି। ଏହା ସହିତ କିଛି ସ୍ଥାନରେ ବର୍ଷା ଓ ପବନ ହୋଇଛି। ରାଜଧାନୀରେ ମଧ୍ୟ କୋହଲା ପାଗ ହୋଇଥିବା ବେଳେ ଝିପିଝିପି ବର୍ଷା ହୋଇଛି।ସେହିପରି ବଲାଙ୍ଗୀର, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ରାୟଗଡ଼ା ଏବଂ ସୋନପୁର ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି  କରିଛନ୍ତି ଏସ୍ଆରସି।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular