ରାଜ୍ୟରୁ ଆଜି ୨୫୪୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏ ନେଇ ରାଜ୍ୟ ସୁଚନା ଓ ଲୋକ ସର୍ମ୍ଫକ ବିଭାଗ ପକ୍ଷରୁ ସୁଚନା ଦିଆଯାଇଛି । ଆଜି ଖୋର୍ଦ୍ଧରୁ ସର୍ବାଧିକ ଆକ୍ରାନ୍ତ ସୁସ୍ଥ ହୋଇଥିବା ରିପୋର୍ଟ ରହିଛି । ନୁଆ ସୁସ୍ଥଙ୍କୁ ମିଶାଇଲେ ଏଯାବତ ରାଜ୍ୟରୁ ୫୯୪୭୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାପଡିଛି ।



Visitors Today : 3
Total Visitors : 130429
Total Views : 9891960
Visitors Online Now : 0