ନୁଆଦିଲ୍ଲୀ-ଖାଦ୍ୟ ଯୋଗାଣ ମନ୍ତ୍ରୀ ରାମବିଳାସ ପାଶ୍ୱଫ୍ୱାନ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଫୁସଫୁସ ଓ କିଡିନୀ ସମସ୍ୟା ଯୋଗୁଁ ଫୋର୍ଟିସ୍ ଏସ୍କର୍ଟ ହାର୍ଟ ଇନଷ୍ଟୁ୍ୟଚଟରେ ରବିବାର ଭର୍ତ୍ତି ହୋଇଛନ୍ତି । ଏବେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି । ଏହାସହ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଉପରେ ନଜର ରଖାଯାଇଛି ବୋଲି ଡାକ୍ତରମାନେ କହିଛନ୍ତି ।



Visitors Today : 1
Total Visitors : 130167
Total Views : 9891612
Visitors Online Now : 0