ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ସେ ନିଜେ ଏ ବାବଦରେ ତାଙ୍କ ଟ୍ୱିଟରୁ ଏକ ପୋଷ୍ଟ ଛାଡି ସ୍ଫଷ୍ଟ କରିଥିଲେ । ତାଙ୍କର ଏହି ପୋଷ୍ଟରେ ସେ ଲେଖିଛନ୍ତି, ସେ ସୁସ୍ଥ ଅନୁଭବ କରୁଛନ୍ତି କିନ୍ତୁ ସମ୍ପୂର୍ଣ୍ଣ ସୁସ୍ଥ ହେବା ଯାଏଁ ସଙ୍ଗରୋଧରେ ରହିବେ ଓ କାର୍ଯ୍ୟ କରିବେ । ଗତ କିଛି ଦିନ ମଧ୍ୟରେ ଯେଉଁମାନେ ତାଙ୍କ ସଂସ୍ଫର୍ଶରେ ଆସିଛନ୍ତି ସେମାନଙ୍କୁ କୋଭିଡ ପରୀକ୍ଷା କରାଇବା ପାଇଁ ସେ କରାମର୍ଶ ଦେଇଛନ୍ତି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0