spot_img

କନ୍ଧପଡା ୬୨ ନଂ ରାଜପଥରେ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍

ଅନଗୁଳ: କନ୍ଧପଡା ରାଜ୍ୟ ୬୨ ନଂ ରାଜପଥରେ ଦୁର୍ଘଟଣା । ହାଇୱାଟି ଆଠମଲ୍ଲିକ ଅଞ୍ଚଳରୁ କିଆକଟା ଅଭିମୁଖେ ଯାଉଥିବା ସମୟରେ ଭାରସାମ୍ୟ ହରାଇ ବ୍ରିଜ୍ ତଳକୁ ଖସିପଡିଥିଲା । ଡ୍ରାଇଭର ମଦ୍ୟପାନ କରି ଗାଡି ଚଳାଉଥିବାର ଏଭଳି ଘଟଣା ଘଟିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି । ଅନ୍ୟପଟେ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର୍ ଓ ହେଲପର୍ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular