ଭୁବନେଶ୍ୱର: କୋଠାବାଡ଼ି ନିର୍ମାଣର ନିୟମ ହେଲା ପରିବତ୍ତିନ । ବହୁତଳ ଅଟ୍ଟାଳିକା ନିର୍ମାଣ ପାଇଁ ସରକାର କୋହଳ କଲେ ନିୟମ । ଏଣିକି ୮ଟି ଗୃହଥିବା ଅଟ୍ଟାଳିକାକୁ ଆପାର୍ଟମେଣ୍ଟକୁହାଯିବ । ପୁରୁଣା ଘରର ନବୀକରଣ ପାଇଁ ଆଉ ଦରକାର ପଡ଼ିବନି ଅନୁମତି । ସେହିଭଳି ଆଉ ମଡ଼େଲ ପ୍ଲାନ ଅନୁମତି ପାଇଁ ବାରମ୍ବାର ଦୌଡ଼ିବାକୁ ପଡ଼ିବନି ସରକାର ଅଫିସ । ଆବଶ୍ୟକୀୟ ଟଙ୍କା ଦାଖଲ କରି ଅଣ୍ଡରଟେକିଂ ଦେଇ ଆରମ୍ଭ କରିପାରିବେ ଘର କାମ । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0