ବିଶିଷ୍ଟ ଗୀତିକାର ଓ ଚଳଚ୍ଚିତ୍ର ନିର୍ମାତା ଶାରଦା ପ୍ରସନ୍ନ ନାୟକଙ୍କ ସୃତିରେ ଏକ ଗୁରୁତ୍ୱପୁର୍ଣ୍ଣ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଣିକି ପ୍ରତିବର୍ଷ ଶାରଦାଙ୍କ ନାଁରେ ଦିଆଯିବ ଗୀତି କବିତା ପୁରସ୍କାର । ଏନେଇ ଅଢେଇ ଲକ୍ଷ ଟଙ୍କା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଦେବ । ଆଜି ସନ୍ଧ୍ୟାରେ ଶାରଦାଙ୍କ ରାଜ୍ୟସ୍ତରୀୟ ଏକାଦଶାହ ସଭା ଅନୁଷ୍ଠିତ ହେବ । ସଂସ୍କୃତି ବିଭାଗ ଓ ଜିକେସି ଓଡିଶୀ ଗବେଷଣା କେନ୍ଦ୍ର ଏହାର ଆୟୋଜନ କରିବ । ତେବେ ଶାରଦାପ୍ରସନ୍ନଙ୍କ ଅବଦାନ ଓଡିଶା କଳା ଜଗତକୁ ରୁଦ୍ଦିମନ୍ତ କରିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0