spot_img

ଏସସି-ଏସଟି ପିଲାଙ୍କ ସ୍କଲାରସିପରେ ହେବନି  ପରିବର୍ତ୍ତନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏସସି-ଏସଟି ପିଲାଙ୍କ ପୋଷ୍ଟ ମାଟ୍ରିକ ସ୍କଲାରସିପରେ କୌଣସି ପରିବର୍ତ୍ତନ ହେବନି । ପିଲାମାନେ ପ୍ରଚଳିତ ହାରରେ ସ୍କଲାରସିପ ପାଇବେ । ଏସସି ଏସଟି ଉନ୍ନୟନ ବିଭାଗ ଦ୍ୱାରା ପ୍ରକାଶିତ ସଂକଳ୍ପରେ ସ୍ଥଗିତ ନିର୍ଦ୍ଦେଶ ଦିଆଯାଇଛି । ରିଜୋଲ୍ୟୁସୋନ ସ୍ଥିଗିତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ହେଲେ ଚଳିତ ବର୍ଷ ରାଜ୍ୟ ସରକାର ସ୍କୁଲ ନଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି । ସ୍କୁଲ ନଖୋଲିଲେ ମଧ୍ୟ ପିଲାମାନେ ସ୍କଲାରସିପ ପାଇପାରିବେ । ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ନଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ।

 

 

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular