ଭୁବନେଶ୍ୱର : ସ୍କୁଲ ମିଶ୍ରଣ ନିୟମରେ ପରିବର୍ତ୍ତନ କଲେ ରାଜ୍ୟ ସରକାର। ସିଡୁଲ ଏରିଆରେ ସ୍କୁଲ ମିଶ୍ରଣ ନିୟମରେ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର। ୨୨୦ ନୁହେଁ ଏଣିକି ୧୫ରୁ କମ୍ ପିଲା ଥିବା ସ୍କୁଲର ମିଶ୍ରଣ ନିଷ୍ପତ୍ତି ହୋଇଥିବା ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ।। ସିଡୁଲ ଏରିଆରେ ଏଭଳି ପାଖାପାଖି ୩ ହଜାର ସ୍କୁଲ ଥାଇପାରେ ତେଣୁ ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।



Visitors Today : 1
Total Visitors : 130424
Total Views : 9891955
Visitors Online Now : 0