ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ବର୍ଷା ଆଶଙ୍କାରେ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବନ୍ଦ । ଶନିବାରଠାରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ । ଦୁଇ ଦିନ ଶିମିଳିପାଳ ବନ୍ଦ ପାଇଁ ବନ ବିଭାଗ ଘୋଷଣା କରିଛି । ଶିମିଳିପାଳ ଉତ୍ତର ବନ୍ୟପ୍ରାଣୀ ବନଖଣ୍ଡର ଉପନିର୍ଦ୍ଦେଶକ ସାଇ କିରଣ ଡିଏନ୍ ସୂଚନା ଦେଇଛନ୍ତି । କେବଳ ରାତ୍ରୀ ରହଣୀ ପାଇଁ ପୂର୍ବରୁ ବୁକିଂ କରିଥିବା ପର୍ଯ୍ୟଟକମାନେ ଭିତରକୁ ଯାଇପାରିବେ ।



Visitors Today : 3
Total Visitors : 130166
Total Views : 9891611
Visitors Online Now : 0