କଲିକତା: ଭାରତୀୟ ଦଳର ପୂର୍ବତନ କ୍ରିକେଟର ତଥା ବିସିସିଆଇର ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଆଉ ଗୋଟିଏ ଦିନ ଡାକ୍ତରଖାନାରେ ରହିବାକୁ ଚାହୁଁଛନ୍ତି । ତେବେ ବର୍ତ୍ତମାନ ସେ ଉଡଲ୍ୟାଣ୍ଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ସାମାନ୍ୟ ହୃଦଘାତରେ ପୀଡିତ ହେବା ପରେ ତାଙ୍କୁ ଶନିବାରରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।



Visitors Today : 1
Total Visitors : 130167
Total Views : 9891612
Visitors Online Now : 0