spot_img

ଘରକୁ ଫେରିଲେ ସୌରଭ ଗାଙ୍ଗୁଲି

କଲିକତା: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବିସିସିଆଇର ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଦ୍ୱିତୀୟଥର ଆଞ୍ଜିଓପ୍ଲାଷ୍ଟି ପରେ ଘରକୁ ଫେରିଛନ୍ତି । ତେବେ କିଛି ଦିନ ପୂର୍ବରୁ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ସ୍ଥାନୀୟ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଦାଦାଙ୍କ ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସିବା ପରେ ତାଙ୍କୁ ଘରକୁ ଫେରିବାର ଅନୁମିତି ମିଳିଥିଲା । ଅନ୍ୟପଟେ ହସ୍ପିଟାଲରେ ଦାଦାଙ୍କୁ ଦୁଇଟି ଷ୍ଟେନଟିଂ କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular