spot_img

ଖୁବ୍ ଶୀଘ୍ର ଖୋଲିବ ଶ୍ରୀମନ୍ଦିର

ଭୁବନେଶ୍ୱର: ଶ୍ରୀମନ୍ଦିର ଖୋଲିବା ନେଇ ଆସନ୍ତା ଶନିବାର ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକରେ ଆଲୋଚନା ହେବ । ଶୁକ୍ରବାର ଏଭଳି କିଛି ସୂଚନା ଦେଇଛି ଶ୍ରୀମନ୍ଦିର ପ୍ରଶାସନ ।ଆସନ୍ତାକାଲି ବସିବ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ । ଶ୍ରୀମନ୍ଦିର ଖୋଲିବା ସହ ସାଧାରଣ ଭକ୍ତଙ୍କ ପାଇଁ କିଭଳି ଦର୍ଶନ ବ୍ୟବସ୍ଥା କରାଯିବ ସେ ସମ୍ପର୍କରେ ଆଲୋଚନା ହେବ । ଏନେଇ ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ଏହି ସୂଚନା ଦେଇଛନ୍ତି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular