ଭୁବନେଶ୍ୱର:ରାଜ୍ୟରେ ଦିନକୁ ଦିନ କରୋନା ମୃତ୍ୟୁ ସଂଖ୍ୟ ସନ୍ତୋଷଜନକ ହେଉଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪ କରୋନା ରୋଗୀ ଆଖି ବୁଜିଛନ୍ତି । ଏହାକୁ ମିଶାଇ କରୋନା ମୃତ୍ୟୁ ସଂଖ୍ୟା ରାଜ୍ୟରେ ୧,୭୯୮ରେ ପହଞ୍ଚିଛି । ଯାହା ରାଜ୍ୟ ସ୍ୱାସ୍ଥ୍ୟ ଓ ପିରବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ମୃତକମାନେ ବରଗଡ, ଭୁବନେଶ୍ୱର, ମୟୂରଭଞ୍ଜ ଓ ମାଲକାନଗିରିରୁ ଜଣେ ଲେଖାଏଁ କରୋନା ରୋଗୀ ଆଖି ବୁଜିଛନ୍ତି।



Visitors Today : 0
Total Visitors : 130175
Total Views : 9891622
Visitors Online Now : 0