spot_img

କମୁଛି ସଂକ୍ରମଣ

ଭୁବନେଶ୍ୱର: ଆଜି ରାଜ୍ୟରେ ୧ ହଜାର ୯୩୧ କରୋନା ପଜିଟିଭ ଚିହ୍ନଟ । ସେମାନଙ୍କ ମଧ୍ୟରୁ ୧ହଜାର ୧୨୦ ଜଣ ସଙ୍ଗରୋଧରୁ ରହିଥିବା ବେଳେ ୮୧୧ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ନୂତନ ଆକ୍ରାନ୍ତକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୭୪ ହଜାର ୧୮୧କୁ ବୃଦ୍ଧି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular