spot_img

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟଲିଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତ

ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟଲିଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତ । ଫିରୋଜ ଶାହା କୋଟଲା ଗ୍ରାଉଣ୍ଡରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚନ କରିଛନ୍ତି । ଭାରତୀୟ କ୍ରିକେଟ କଂଣ୍ଟ୍ରୋଲ ବୋର୍ଡର ଅଧ୍ୟକ୍ଷ ସୌରବ ଗାଙ୍ଗୁଲି, ଭାରତୀୟ କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ଶିଖର ଧୱନ ଅରୁଣ ଜେଟଲି ଷ୍ଟାଡିୟମ ଫିରୋଜ ଶାହା କୋଟଲା ଗ୍ରାଉଣ୍ଡରେ ପହଞ୍ଚିଛନ୍ତି । ଏହି ଅବସରରେ ଶାହ କହିଥିଲେ, ଏହି ମୂହୁର୍ତ୍ତ ମୋ ପାଇଁ ସ୍ମରଣୀୟ । କାର୍ଯ୍ୟକ୍ରମରେ ଡିଡିସିଏ ଅଧ୍ୟକ୍ଷ ରୋହନ ଜେଟଲି ଓ ଦିଲ୍ଲୀ ଭାଜପାର କେତେ ଜଣ ନେତା ଓ ବୋର୍ଡର ପ୍ରତିନିଧିମାନେ ଯୋଗ ଦେଇଥିଲେ । ନିକଟରେ ସୌରଭ ଗାଙ୍ଗୁଲି ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ ଭେଟିଥିଲେ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular