spot_img

ଚାଷୀଙ୍କ ଟ୍ରାକ୍ଟର ରାଲି ପ୍ରସଙ୍ଗରେ ହସ୍ତକ୍ଷେପ କରିବନି ସୁପ୍ରିମକୋର୍ଟ

ନୂଆଦିଲ୍ଳୀ: ସାଧାରଣତନ୍ତ୍ର ଦିବସରେ କୃଷକଙ୍କ ଟ୍ରାକ୍ଟର ରାଲି ପ୍ରସଙ୍ଗରେ ଆଜି ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି । ଆନେ୍ଦାଳନକାରୀ ଚାଷୀଙ୍କ ଏହି ମାମଲାରେ ହସ୍ତକ୍ଷେପ କରିବାକୁ ମନା କରିଦେଇଛନ୍ତି ସୁପ୍ରିମକୋର୍ଟ । ତେବେ ଏହି ମାମଲାର ନିଷ୍ପତି ଏବେ ଦିଲ୍ଲୀ ପୁଲିସ ନେଇ ପାରିବେ ବୋଲି ସବୋର୍ଚ୍ଚ ଅଦାଲତ ନିଦେ୍ର୍ଦଶ ଦେଇଛନ୍ତି । ଅନ୍ୟପଟେ ସାଧାରଣତନ୍ତ୍ର ଦିବସରେ ଟ୍ରାକ୍ଟର ରାଲି କରିବାକୁ ଜିଦ ଧରି ବସିଛନ୍ତି କୃଷକ ସଙ୍ଗଠନ । ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର କୃଷକଙ୍କ ଟ୍ରାକ୍ଟର ଶୋଭାଯାତ୍ରାକୁ ବିରୋଧ କରି ସୁପ୍ରିମକୋର୍ଟରେ ପିଟିସନ ଦାୟର କରିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular