spot_img

ସାମାଜିକ କର୍ମୀ ସ୍ୱାମୀ ଅଗ୍ନିବେଶଙ୍କ ପରଲୋକ..

ଦୀର୍ଘଦିନ ଧରି ଅସୁସ୍ଥ ଥିଲେ ସ୍ୱାମୀ ଅଗ୍ନିବେଶ । ଶେଷରେ ସ୍ୱାମୀ ଅଗ୍ନିବେଶଙ୍କ ପରଲୋକ ହୋଇଛି । ୮୦ବର୍ଷ ବୟସରେ ତାଙ୍କ ପରଲୋକ ଘଟିଛି । ଦୀର୍ଘଦିନ ଧରି ସେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ସେ ନୁଆଦିଲ୍ଲୀ ହସ୍ପିଟାଲରେ ସନ୍ଧ୍ୟା ୬ଟା ୩୦ ସମୟରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular