ଜାମ୍ମୁ: ସେନାର ରୋଡ୍ ଓପନିଂ ପାର୍ଟିକୁ ଟାର୍ଗେଟ କରି ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଏଥିରେ ୪ ଜଣ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ସେମାନଙ୍କୁ ଚିକିତ୍ସା ଲାଗି ସୈନ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେନାର ଜଣେ ମୁଖପାତ୍ର ଏ ନେଇ ସୂଚନା ଦେଇଛନ୍ତି। ଆକ୍ରମଣ ଘଟଣା ପରେ ତୁରନ୍ତ ସମ୍ପୃକ୍ତ ଅଞ୍ଚଳକୁ ସିଲ୍ କରିଦିଆଯିବା ସହିତ ଆକ୍ରମଣକାରୀଙ୍କୁ ଧରିବା ଲାଗି ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଛି।



Visitors Today : 2
Total Visitors : 130171
Total Views : 9891617
Visitors Online Now : 0