spot_img

କୋଭାକ୍ସିନ ଟିକାକୁ ଅନୁମତି ମିଳିବା ପରେ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବହୁଦିନର ଅପେକ୍ଷାର ଅନ୍ତ ଘଟିଛି । ଏଥର ଦେଶବାସୀଙ୍କୁ ମିଳିବ ପ୍ରଥମ ସ୍ୱଦେଶୀ କରୋନା ଟିକା । କୋଭାକ୍ସିନକୁ ଜରୁରିକାଳୀନ ପ୍ରୟୋଗ ପାଇଁ ଅନୁମତି ମିଳିଛି । ଏନେଇ ଭାରତ ବୈୟୋଟିକକୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଟୁଇଟ୍ କରି ଅଭିନନ୍ଦନ ଜଣାଇଲେ ନବୀନ ପଟ୍ଟନାୟକ  । SEC ଅନୁମତି ଦେଶରେ ଟିକାକରଣ ପ୍ରକ୍ରିୟାକୁ ସଶକ୍ତ କରିବ ବୋଲି କହିଛନ୍ତି ନବୀନ ।  ଭାରତ ବାୟୋଟେକ୍ ଓ ଆଇସିଏମ୍‌ଆର ଦ୍ୱାରା ପ୍ରସ୍ତୁତ ହୋଇଛି କୋଭାକ୍ସିନ । ଦ୍ୱିତୀୟ ଟିକା ଭାବେ କୋଭାକ୍ସିନକୁ ଅନୁମତି ମିଳିଛି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular