spot_img

ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଆଜି ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | କେନ୍ଦ୍ର ଗୃହମନ୍ତ୍ରୀଙ୍କ ଦ୍ବାରା ଡକାଯାଇଥିବା ବୈଠକରେ ଯୋଗଦେବାକୁ ସେ ଦିଲ୍ଲୀ ଯାଇଛନ୍ତି । ଏହି ବୈଠକ ସେପ୍ଟେମ୍ବର ୨୬ ଅର୍ଥାତ ଆସନ୍ତା ରବିବାର ଦିନ ଅନୁଷ୍ଠିତ ହେବ । ନକ୍ସଲ ମୁକାବିଲା ଲାଗି ଏହି ବୈଠକ ଡକାଯାଇଛି | ଏହି ବୈଠକ ପାଇଁ ଦେଶର ସବୁ ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଆମନ୍ତ୍ରଣ କରାଯାଇଛି । ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯାଉଥିବାରୁ ପିପିଲି ନିର୍ବାଚନ ପ୍ରଚାରରେ ଯୋଗ ଦେବାର ସମ୍ଭାବନା କମ ବୋଲି କୁହାଯାଉଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular