spot_img

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ‘ଫନି’ କ୍ଷତିଗ୍ରସ୍ତ ପରିବାରକୁ ଘର ଦେବାକୁ ପ୍ରଧାନମନ୍ତ୍ରୀଙ୍କ ନିକଟରେ ଅନୁରୋଧ କରିଛନ୍ତି ନବୀନ । କେବିକେ ଜିଲ୍ଲା ଓ ଆଦିବାସୀଙ୍କୁ ଘର ଦେବାକୁ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଜଣାଇଛନ୍ତି । ଏଥିପାଇଁ ୧୩ ଲକ୍ଷ ଘର ଆବଶ୍ୟକ ଥିବା ନେଇ ଚିଠିରେ ଉଲ୍ଲେଖ ରହିଛି । କେନ୍ଦ୍ରର ଗାଇଡ୍‌ଲାଇନ୍‌ ଅନୁସାରେ ବାସହରା ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular