କେନ୍ଦୁଝର: ପେଟ୍ରୋଲ ଓ ଡିଜେଲ ଦରବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ ଡାକରା । ଗତକାଲି କେନ୍ଦୁଝରରେ ସକାଳ ୭ଟାରୁ ୧ଟା ପର୍ଯ୍ୟନ୍ତ ପ୍ରାୟ ୬ଘଣ୍ଟା ଧରି ଓଡିଶା ବନ୍ଦ ପାଳନ ହୋଇଥିଲା । ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ସମସ୍ତ ଶିକ୍ଷାନୁଷ୍ଠାନ, ଏବଂ ବୈଷୟିକ ଶିକ୍ଷାନୁଷ୍ଠାନକୁ ବନ୍ଦ ରଖିବାକୁ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିଲା । ଏହି ସମୟରେ ଜରୁରୀକାଳୀନ ସେବାକୁ ବାଦ୍ ଦିଆଯାଇଥିଲା । ବନ୍ଦ ସମୟରେ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା ।



Visitors Today : 4
Total Visitors : 130173
Total Views : 9891620
Visitors Online Now : 0