ଏସିଏଫ୍ ସୌମ୍ୟରଂଜନ ମହାପାତ୍ରଙ୍କ ମୃତ୍ୟୁକୁ ପୁରିଛି ଦୁଇ ମାସ | କିନ୍ତୁ ଏପର୍ଯ୍ୟନ୍ତ ମୃତ୍ୟୁର ରହସ୍ୟ ଫିଟୁ ନାହିଁ | ତେବେ ଆଜି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରାଙ୍କର ହୋଇଛି ଲାଇ ଡିଟେକ୍ସନ ଟେଷ୍ଟ। ତାଙ୍କୁ ପ୍ରାୟ ୩ ଘଣ୍ଟା କାଳ ଟେଷ୍ଟରେ ୧୦୦ ପ୍ରଶ୍ନ ପ୍ରଚରା ଯାଇଥିବା ସୂଚନା ମିଳିଛି। ଲାଇ ଡିଟେକ୍ସନ ଟେଷ୍ଟ ନେଇ ବିଶ୍ୱସ୍ତ ସୂତ୍ରରୁ ମିଳିଛି ସୂଚନା। ସେପଟେ ସୌମ୍ୟଙ୍କ ରୋଷେୟା ମନ୍ମଥ କୁମ୍ଭଙ୍କର ଲାଇ ଡିଟେକ୍ସନ ଟେଷ୍ଟ ହୋଇଥିବା ସୂଚନା ମିଳିଛି। ତାଙ୍କୁ ପ୍ରାୟ ୩ ଘଣ୍ଟା କାଳ ଟେଷ୍ଟରେ ୧୦୦ ପ୍ରଶ୍ନ ପ୍ରଚରା ଯାଇଥିବା ସୂଚନା ମିଳିଛି।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0