spot_img

କାଲିଠାରୁ ପୁଣି ହେବ ଆଇପିଏଲ

କରୋନା ପାଇଁ ଚଳିତ ବର୍ଷ ଅଧାରୁ ବନ୍ଦ ହୋଇଥିବା ଆଇପିଏଲ ପୁଣି ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଯାଉଛି | ପ୍ରଥମ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଇପିଏଲର ସବୁଠାରୁ ସଫଳ ଟିମ୍‌ ଚେନ୍ନାଇ ସୁପର କିଙ୍ଗ୍ସକୁ ଭେଟିବ। ଆସନ୍ତାକାଲି ସନ୍ଧ୍ୟା ୭.୩୦ରେ ଏହି ମ୍ୟାଚ୍‌ ଅନୁଷ୍ଠିତ ହେବ। ଚଳିତ ଆଇପିଏଲ ସିଜନର ବାକି ୩୧ ମ୍ୟାଚ୍ ଯଥାକ୍ରମେ ଦୁବାଇ, ଆବୁ ଧାବି ଓ ଶାରଜାରେ ଖେଳାଯିବ। ଦ୍ୱିତୀୟ ପର୍ଯ୍ୟାୟର ମ୍ୟାଚ୍ ୨୭ ଦିନ ଧରି ଚାଲିବ। ଦୁବାଇରେ ଫାଇନାଲ୍‌ ମ୍ୟାଚ୍ ଅକ୍ଟୋବର ୧୫ ତାରିଖରେ ଖେଳାଯିବ। ଆଇପିଏଲ୍‌ରେ ୩ଥର ଚାମ୍ପିୟନ ହୋଇଥିବା ମହେନ୍ଦ୍ର ସିଂହ ଧୋନିଙ୍କ ଚେନ୍ନାଇ ଆସନ୍ତାକାଲି ଦୁଇ ପ୍ରମୁଖ ଖେଳାଳିଙ୍କ ବିନା ମୈଦାନକୁ ଓହ୍ଲାଇବ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular