spot_img

ଜାନୁଆରୀ ୬ ରେ ଏନ୍‌ଆରଟିଏସ୍ ପରୀକ୍ଷା

ଡିସେମ୍ବର ୬ତାରିଖ ଦିନଠାରୁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଜାତୀୟ ଗ୍ରାମାଞ୍ଚଳ ମେଧାବୃତ୍ତି ପରୀକ୍ଷା ଅନୁଷ୍ଠିତ ହେବ ସକାଳ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ୧୨ଟା ପର୍ଯ୍ୟନ୍ତ ଚାଲିବ ଏହି ପରୀକ୍ଷା ରାଜ୍ୟର ୩୪୭ଟି ପରୀକ୍ଷା କେନ୍ଦ୍ରରେ ଅନୁଷ୍ଠିତ ହେବ ନବମ ଶ୍ରେଣୀରେ ପଢ଼ୁଥିବା ଓଡ଼ିଆ ମାଧ୍ୟମ ଛାତ୍ରଛାତ୍ରୀମାନେ ଏହି ପରୀକ୍ଷା ପାଇଁ ଯୋଗ୍ୟ ମୋଟ ୫୫ ହଜାର ୯୩୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ଫର୍ମପୂରଣ କରିଛନ୍ତି । ଫର୍ମପୂରଣ କରିଥିବା ପରୀକ୍ଷାର୍ଥୀଙ୍କ ଆଡ୍ମିଟ କାର୍ଡ ବୋର୍ଡ ୱେବ୍ ସାଇଟ୍‌ www.bseodisha.ac.in ରେ ଉପଲବ୍ଧ ହେଉଛି। 

LEAVE A REPLY

Please enter your comment!
Please enter your name here

- Advertisment -

Most Popular