ଭୁବନେଶ୍ୱର: ଭୁବନେଶ୍ୱର ମାର୍କେଟ ବିଲ୍ଡିଂରେ ମହିଳା ଚୋର । ମହିଳା ଜଣକ ଗ୍ରାହକଙ୍କ ପର୍ସ ଚୋରୀ କରିବା ସମୟର ଦୃଶ୍ୟ ସିସିଟିଭି ଫୁଟେଜରେ କଏଦ ହୋଇଛି । ରବିବାର ଦିନ ଗ୍ରାହକଙ୍କ ପର୍ସ ଚୋରି କରି ମହିଳା ଚୋର ଜଣକ ଫେରାର ହୋଇଯାଇଥିଲେ । ଗୋଟିଏ ଦିନରୁ ୧୦ରୁ ଅଧିକ ଦୋକାନରେ ମହିଳା ଜଣକ ଚୋରି କରିଥିବା ଜଣାପଡିଛି ।



Visitors Today : 3
Total Visitors : 130429
Total Views : 9891960
Visitors Online Now : 0