ଭୁବନେଶ୍ୱର : ରାଜ୍ୟରେ କମୁଛି କରୋନା ସଂକ୍ରମଣ କିନ୍ତୁ ବଢ଼ୁଛି ମୃତ୍ୟୁ । ଆଜି ରାଜ୍ୟରେ ୨୪ ଘଣ୍ଟାରେ ୯୮୬ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୪ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ହଜାର ୪୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
୧୪ ମୃତକଙ୍କ ମଧ୍ୟରୁ ମୃତକଙ୍କ ମଧ୍ୟରୁ ବରଗଡ଼ ୧ , ବାଲେଶ୍ୱର୧ , କଟକ ୧ , କଳାହାଣ୍ଡି ୧ , କେନ୍ଦ୍ରାପଡ଼ା ୧ , ଖୋର୍ଦ୍ଧା ୧ , ମୟୁରଭଞ୍ଜ ୧ , ସମ୍ବଲପୁରରୁ ଜଣେ ଲେଖାଏଁ ଏବଂ ଭୁବନେଶ୍ୱର , ନୂଆପଡ଼ାରୁ , ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ମୃତ ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0