spot_img

ରାଜଧାନୀରୁ ଆଉ ୨୭୧ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୨୭୧ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୫୭୩୫ରେ ପହଞ୍ଚିଛି ।ସୋମବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୬୮ ଜଣ ରହିଥିବା ବେଳେ ୨୦୩ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୧୩ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

 

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୫୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୮୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୨୨୧୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧୯ ଜଣଙ୍କର ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular