spot_img

୨୪ ଘଣ୍ଟାରେ ଦେଶରେ ରେକର୍ଡ ସଂଖ୍ୟକ ୧,୦୫୯ ମୃତ, ୬୭,୧୫୧ ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ ଦିନକରେ ୬୭,୧୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭,୦୭,୨୬୭ ରହିଛି । ସେପଟେ ଅଗଷ୍ଟ ୨୬ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୩୨,୩୪,୪୭୪ ଜଣ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ସେପଟେ ୨୪ ଘଣ୍ଟାରେ ୧,୦୫୯ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଫଳରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୯,୪୪୯ କୁ ବୃଦ୍ଧି ପାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular