spot_img

ଆଜି ବିଶ୍ୱ ଜଳ ଦିବସ

ଆଜି ବିଶ୍ୱ ଜଳ ଦିବସö ଜାତି ସଂଘର ଅନୁମୋଦନ କ୍ରମେ ପ୍ରତିବର୍ଷ ମାର୍ଚ୍ଚ ୨୨ ତରିଖକୁ ବିଶ୍ବ ଜଳ ଦିବସ ଭାବେ ପାଳନ କରାଯାଇ ଆସୁଛି ବିଶ୍ବର ସମସ୍ତ ବିକଶିତ ଦେଶରେ ସ୍ୱଚ୍ଛ ଏବଂ ସୁରକ୍ଷିତ ଜଳ ଉପଲବ୍ଧ କରାଇବା ସହ ଜଳ ସଂରକ୍ଷଣର ମହତ୍ତ୍ୱ ତଥା ଆବଶ୍ୟକତା ବିଷୟରେ ଜନ ସଚେତନତା ସୃଷ୍ଟି କରିବା ଏହାର ଉଦ୍ଦେଶ୍ୟ ପ୍ରଥମ ଥର ପାଇଁ ୧୯୯୨ ମସିହାରେ ବ୍ରାଜିଲ ସ୍ଥିତ ରିଓ ଡି ଜେନିରୋଠାରେ ମିଳିତ ବିଶ୍ୱ ଜଳ ଦିବସ ପାଳନ କରାଯିବାର ନିଷ୍ପତ୍ତି ନିଆଯାଇଥିଲା ପରେ ପୁଣି ମିଳିତ ଜାତିସଂଘର ସାଧାରଣ ସଭାରେ ୧୯୯୩ ମସିହାରେ ଏହି ନିଷ୍ପତ୍ତି ଅନୁମୋଦନ ଲାଭ କଲା ସ୍ୱଚ୍ଛ ତଥା ସୁରକ୍ଷିତ ଜଳର ଆବଶ୍ୟକତା ବିଷୟରେ ଜନ ସଚେତନତା ବୃଦ୍ଧି କରିବା ଲକ୍ଷ୍ୟରେ ଏହି ଦିନଟିକୁ ପ୍ରତିବର୍ଷ ଏକ ବାର୍ଷିକ କାର୍ଯ୍ୟକ୍ରମ ଭାବେ ପାଳିବାକୁ ସର୍ବ ସମ୍ମତି କ୍ରମେ ଗୃହିତ ହେଲା ତେଣୁ ମାନବଜାତିର ଭବିଷ୍ୟତ ପାଇଁ ଜଳ ନଷ୍ଟ କରିବା ଅନୁଚିତ ।ଯେକୌଣସି ରାଷ୍ଟ୍ରର ସମୃଦ୍ଧିପାଇଁ ତାହାର ଜଳ ସମ୍ପଦର ଅବଦାନ ଉଲେଖନୀୟ କୃଷି, ଶିଳ୍ପ ଗମନାଗମନ ପାଇଁ ଭୂପୃଷ୍ଣ ଜଳ ସମ୍ପଦର ବହୁଳ ଆବଶ୍ୟକତା ରହିଛି ସମୃଦ୍ଧିଶାଳୀ ରାଷ୍ଟ୍ର ସେମାନଙ୍କର ଜଳ ସମ୍ପଦର ସଂରକ୍ଷଣ ସୁପରିଚାଳନା କରି ଆସୁଛନ୍ତି

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular