ଧରାପୃଷ୍ଠରେ ଅବତରଣ କରିଛନ୍ତି ମହିସାମର୍ଦ୍ଦିନୀ । ଆଜି ମାଆ ଦୁର୍ଗାଙ୍କ ମହାନବମୀ । ଆଜି ପୀଠରେ ଦଶମୀ ପୂଜା କରାଯାଉଥିବା ବେଳେ ମଣ୍ଡପରେ ମୃଣମୟୀ ମୂର୍ତୀଙ୍କ ମହାନବମୀ ନୀତି ଅନୁଷ୍ଠିତ ହୋଇଛି । ବିନା ଭକ୍ତରେ ପରଦା ପଛରେ ସଂପନ୍ନ ହେଉଛି ପୂଜା ନୀତି । ମଣ୍ଡପରେ ମାତ୍ର ୭ ଜଣ ରହିବା ବ୍ୟବସ୍ଥା ରହିଛି । ଅନ୍ୟପଟେ କେତେକ ସ୍ଥାନରେ ଅନ୍ଲାଇନ୍ ମାଆଙ୍କ ଦର୍ଶନ ବ୍ୟବସ୍ଥା କରାଯାଇଛି । ତେବେ ମଣ୍ଡପରେ ମାଆଙ୍କ ଦର୍ଶନ ଓ ପୂଜାର୍ଚ୍ଚନାରୁ ବଂଚିତ ହେଉଛନ୍ତି ଶ୍ରଦ୍ଧାଳୁ ।



Visitors Today : 1
Total Visitors : 130211
Total Views : 9891679
Visitors Online Now : 0