spot_img

ଦେଶରେ ୫୦, ୧୨୯ ନୂଆ ଆକ୍ରାନ୍ତ, ୫୭୮ ମୃତ

ଦେଶରେ ଦୈନିକ ସଂକ୍ରମଣ କମୁଛି । ଗତ ୨୪ ଘଣ୍ଟାରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୮ ହଜାର ୫୩୪ କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୭୮ ଲକ୍ଷ ୬୪ହଜାର ୮୧୧ । ଗତ ୨୪ ଘଣ୍ଟାରେ ୫୦ ହଜାର ୧୨୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଦିନକରେ ୫୭୮ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି । ଆଶ୍ୱାସନାର ବିଷୟ ଦେଶରେ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇସାରିଲେଣି ୭୦ ଲକ୍ଷ ୭୮ ହଜାର ୧୨୩ ଜଣ । ସେପଟେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ଲକ୍ଷ ୬୮ହଜାର ୧୫୪ ରହିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular