ବଢିଚାଲିଛି ହୀରାକୁଦ ଜଳସ୍ତର । ଏହାକୁ ଦୃଷ୍ଟିରେ ରଖି ହୀରାକୁଦର ଆଉ ଏକ ଡ୍ୟାମ୍ ଖୋଲାଯାଇଛି । ଏହାକୁ ମିଶାଇ ମୋଟ ୮ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ବର୍ତ୍ତମାନ ହୀରାକୁଦର ଜଳସ୍ତର ୬୦୮.୩୧ ଫୁଟ ରହିଛି । ଅନ୍ୟପଟେ ଡ୍ୟାମ ମଧ୍ୟକୁ ୧ଲକ୍ଷ ୪୮ ହଜାର ୧୨ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୧ଲକ୍ଷ ୨୦ ହଜାର ୭୯୫ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0