ନୂଆଦିଲ୍ଲୀ: ଆଜି ବିଶ୍ୱ ପୋଲିଓ ଦିବସ । ପ୍ରତିବର୍ଷ ଅକ୍ଟୋବର ୨୪ ତାରିଖକୁ ବିଶ୍ୱ ପୋଲିଓ ଦିବସ ଭାବେ ପାଳନ କରାଯାଇଥାଏ । ତେବେ ପୋଲିଓ ଭ୍ୟାକସିନ ତିଆରି କରିଥିବା ଜନ ସାଲ୍କଙ୍କ ଜନ୍ମ ଦିବସ ଅବସରରେ ଏହି ଦିବସ ପାଳନ କରାଯାଇଥାଏ । ପୋଲିଓ ମୁକ୍ତ ବିଶ୍ୱ ପାଇଁ ୧୯୮୮ରେ ଗ୍ଲୋବାଲ ପୋଲିଓ ଏରାଡିକଶନ ଇନିସିଏଟିଭ ଗଠନ କରାଯାଇଥିଲା । ଏଥିରେ ରୋଟାରୀ, ଡବ୍ଲୁଏଚଓ, ୟୁନିସେଫ ଏବଂ ବିଭିନ୍ନ ଦେଶର ସରକାର ସାମିଲ ହୋଇ ବିଶ୍ୱକୁ ପୋଲିଓ ମୁକ୍ତ କରିବା ଅଭିଯାନ ଆରମ୍ଭ କରିଥିଲେ ।



Visitors Today : 3
Total Visitors : 130172
Total Views : 9891619
Visitors Online Now : 0