spot_img

ଟ୍ରାକ୍ଟର ମାଡିଯାଇ ଡ୍ରାଇଭରଙ୍କ ମୃତ୍ୟୁ

ଭଞ୍ଜନଗର : ଟ୍ରାକ୍ଟର ଚଢିଯାଇ ଡ୍ରାଇଭରଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ବଡଗଡ ଥାନା ଅନ୍ତର୍ଗତ ପାଟପୁରରେ । ଗଞ୍ଜାମ ଜିଲ୍ଲା ବଡଗଡ ଥାନା ଅନ୍ତର୍ଗତ ନୂଆଗାଁରୁ ଧାନ ଲୋଡ କରି ପାଟପୁର ମିଲକୁ ଆସୁଥିବା ଘଟିଛି ଏଭଳି ଅଘଟଣ । ଟ୍ରାକ୍ଟର ମାଡିଯିବା ଯୋଗୁଁ ଡ୍ରାଇଭରଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ନୂଆଗାଁର ଭଜରାମ ଗୌଡ । ପ୍ରଥମେ ତାଙ୍କୁ ଗୁରୁତର ଅବସ୍ଥାରେ ବଡଗଡ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular