ଯାଜପୁର : ଟ୍ରକ ପଛପଟୁ ପିଟିଲା ସ୍କୁଟି । ଯାଜପୁର ଜିଲ୍ଲା ରାଜପଥ ୧୬ ରଥିଆ ଛକ ନିକଟରେ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଜଣେ ଭଉଣୀର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଥିବା ଜଣାପଡିଛି । ଗୁରୁତରଙ୍କୁ ଚିକିତ୍ସା ନିମନ୍ତେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

Visitors Today : 5
Total Visitors : 130174
Total Views : 9891621
Visitors Online Now : 0