spot_img

ସ୍ୱାଭିମାନ ଅଞ୍ଚଳରେ ୨ ନକ୍ସଲ ନିହତ

ମାଲକାନଗିରି : ସ୍ୱାଭିମାନ ଅଞ୍ଚଳରେ ୨ ନକ୍ସଲ ନିହତ । ମାଓବାଦୀ ଓ ପୁଲିସ ମଧ୍ୟରେ ଗୁଳି ବିନିମୟ ବେଳେ ୨ ନକ୍ସଲ ନିହତ ହୋଇଛନ୍ତି । ନିହତ ନକ୍ସଲଙ୍କ ମଧ୍ୟରେ ଜଣେ ମହିଳା ମଧ୍ୟ ଅଛନ୍ତି । ଘଟଣାସ୍ଥଳରୁ ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ କରାଯାଇଛି । ନକ୍ସଲ କ୍ୟାମ୍ପ ଚାଲିଥିବା ଖବର ପାଇ ଏସ୍ଓଜି ଓ ଡିଭିଏଫ୍ ପକ୍ଷରୁ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ୍ କରାଯାଇଥିଲା। ଏହି ସର୍ଚ୍ଚ ଅପରେସନ୍ ବେଳେ ନକ୍ସଲଙ୍କ ସହିତ ସେମାନଙ୍କର ମୁହାଁମୁହିଁ ହୋଇଥିଲା। ଏଥିରେ ଦୁଇ ନକ୍ସଲ ନିହତ ହୋଇଥିବା ବେଳେ ଏସ୍ଓଜି ଓ ଡିଭିଏଫ୍ ପକ୍ଷରୁ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜାରି ରହିଛି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular