ଆମେରିକା : ଆଜି ସର୍ବୋଚ୍ଚ ନେତା ବାଛିବ ସୁପରପାୱାର ଆମେରିକା । ଆମେରିକୀୟ ସମୟ ସକାଳ ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ହେବ ଭୋଟ ଗ୍ରହଣ । ଆମେରିକାରେ ପ୍ରାୟ ୨୪ କୋଟି ଭୋଟର ରହିଛନ୍ତି । ସେମାନଙ୍କ ମଧ୍ୟରୁ ୭ କୋଟିରୁ ଅଧିକ ଭୋଟର ମେଲ ଜରିଆରେ ଭୋଟ ଦେଇ ସାରିଛନ୍ତି । ଦେଶର ୪୬ତମ ରାଷ୍ଟ୍ରପତି ନିର୍ବାଚନ ପାଇଁ ବର୍ତମାନର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ରପବ୍ଲିକାନ ଦଳ ପକ୍ଷରୁ ପ୍ରାର୍ଥୀ ହୋଇଥିବାବେଳେ ତାଙ୍କ ବିରୋଧରେ ଡେମୋକ୍ରାଟିକ ଦଳରୁ ପ୍ରାର୍ଥୀ ହୋଇଛନ୍ତି ଜୋ ବାଇଡେନ ଅଛନ୍ତି ।



Visitors Today : 6
Total Visitors : 130175
Total Views : 9891622
Visitors Online Now : 0