ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଫୁସଫୁସ ସଂକ୍ରମଣ ହେତୁ ତାଙ୍କୁ ଗତକାଲି ରାତିରେ ଦିଲ୍ଲୀ ଅଣାଯାଇଥିଲା। ତାଙ୍କୁ ଦିଲ୍ଲୀ ଏଆଇଏମଏସ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। କରୋନା ସଂକ୍ରମଣରେ ଆକ୍ରାନ୍ତ ହେବା ପରେ ତାଙ୍କୁ ଡାକ୍ତରଖାନାରେ ଚିକିତ୍ସା କରାଯାଉଥିଲା। ଏହାପୂର୍ବରୁ ତାଙ୍କୁ ଦେହରାଡୁନର ଡନ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏକ ସପ୍ତାହ ପୂର୍ବରୁ ସେ ଡାକ୍ତରଙ୍କ ପରାମର୍ଶକ୍ରମେ ଘରେ ସଙ୍ଗୋରଧରେ ରହୁଥିଲେ । ମାତ୍ର ସ୍ୱାସ୍ଥ୍ୟବସ୍ଥା ଖରାପ ହେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।



Visitors Today : 1
Total Visitors : 130423
Total Views : 9891953
Visitors Online Now : 0