spot_img

ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ଡ୍ରାଇଭର

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଇନ୍ଦ୍ରବତୀ ଜଳପ୍ରକଳ୍ପର ଅବସରପ୍ରାପ୍ତ ଡ୍ରାଇଭର ରମେଶ ପଣ୍ଡାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଇନ୍ଦ୍ରବତୀ ଜଳପ୍ରକଳ୍ପର ଅବସରପ୍ରାପ୍ତ ଡ୍ରାଇଭର ରମେଶ ପଣ୍ଡାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ ଜାରି ରହିଛି । ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ରେଡ଼୍‌ ଜାରି ରହିଛି । ଧର୍ମଗଡ଼ସ୍ଥିତି ବାସଭବନ ସମେତ ବିଭିନ୍ନ ସ୍ଥାନରେ ରେଡ଼ ଜାରି ରଖିଛି ଭିଜିଲାନ୍ସ । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ କେତେ ପରିମାଣର ସଂପତ୍ତି ଜବତ ହୋଇଛି । ତାହା ସ୍ପଷ୍ଟ ହୋଇନାହିଁ । ଅନେକ ସ୍ଥାନରେ ଭିଜିଲାନ୍ସ ଟିମ୍‌ ଚଢାଉ ଜାରି ରଖିଛି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular