spot_img

ଏପ୍ରିଲରେ ପିପିଲି ଉପନିର୍ବାଚନ

ଭୁବନେଶ୍ୱର: ଆଗାମୀ ଏପ୍ରିଲ୍ ୧୭ ତାରିଖରେ ପିପିଲି ଉପନିର୍ବାଚନ ହେବାକୁ ଯାଉଛି । ଏନେଇ ନିର୍ବାଚନ ଆୟୋଗ ତାରିଖ ଘୋଷଣା କରିସାରିଛନ୍ତି । ପିପିଲି ଉପନିର୍ବାଚନ ଲାଗି ମାର୍ଚ୍ଚ ୨୩ରେ ବିଜ୍ଞପ୍ତି ପ୍ରକାଶ ପାଇବ । ମାର୍ଚ୍ଚ ୩୦ରେ ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ । ଏବଂ ମାର୍ଚ୍ଚ ୩୧ରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ । ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ଏପ୍ରିଲ୍ ୩ । ଏପ୍ରିଲ୍ ୧୭ରେ ଭୋଟ୍ ହେବ । ମେ’ ୨ ତାରିଖରେ ଭୋଟ୍ ଗଣତି ସହ ଫଳାଫଳ ପ୍ରକାଶ ପାଇବ ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular