spot_img

ବିଦାୟ ନେବ ମୌସୁମୀ

ଭୁବନେଶ୍ୱର:ଓଡ଼ିଶାରୁ ବିଦାୟ ନେବ ମୈାସୁମୀ । ରାଜ୍ୟରୁ ଫେରିବ ଦକ୍ଷିଣ ପଶ୍ଚିମ ମୈାସୁମୀ ବାୟୁ। ଏ ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ତେବେ ଆଜି ଉପକୂଳ ଓଡ଼ିଶାରେ ଗୋଟିଏ ଦୁଇଟି ସ୍ଥାନରେ ହାଲକା ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜରେ କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର । ସେପଟେ ଆସନ୍ତା ୩୦ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular