ଗତ ୨୪ ଘଣ୍ଟାରେ ରାଜ୍ୟର ସମସ୍ତ ଅଞ୍ଚଳରେ ପାଗ ଶୁଖିଲା ରହିଥିଲା। ରାଜ୍ୟକୁ ଉତ୍ତର ଭାରତରୁ ପବନ ପ୍ରବାହିତ ହେଉଥିବାରୁ ଉପକୂଳ ଓଡ଼ିଶାରେ ଆସନ୍ତା ୨ ଦିନରେ ୨ ଡିଗ୍ରି ପର୍ୟ୍ୟନ୍ତ ତାପମାତ୍ରା ହ୍ରାସ ପାଇବ। ଏହା ପରେ ରାଜ୍ୟର ତାପମାତ୍ରା ବଢ଼ିବା ଆରମ୍ଭ କରି ଓ ଧୀରେଧୀରେ ଶୀତ କମିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।



Visitors Today : 2
Total Visitors : 130224
Total Views : 9891698
Visitors Online Now : 0