spot_img

ପୁଣି ଫେରିବ ଥଣ୍ଡା

ଆସନ୍ତା କାଲି ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା ଆଦି ଜିଲ୍ଲାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ। ୧୪ ତାରିଖଠାରୁ ପାଗରେ ପରିବର୍ତନ ଆସିବ। ଅଧିକାଂଶ ସହରର ରାତିର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ୟ୍ୟନ୍ତ କମିବା ସହ ଥଣ୍ଡା ଅନୁଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular