ଗଜପତି : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ମହେନ୍ଦ୍ରତନୟା ନଦୀ ପୁରୁଣାପାଟଣା ବ୍ରିଜ୍ ନିକଟରେ ଭାସୁଛି ମୃତଦେହ । ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅଗ୍ନିଶମ ବାହିନୀ ଦ୍ବାରା ମୃତଦେହ ଉଦ୍ଧାର କରାଯାଇଛି ।

Visitors Today : 2
Total Visitors : 130310
Total Views : 9891813
Visitors Online Now : 0