ପ୍ରତିବର୍ଷ ନଭେମ୍ବର ୧୪ ତାରିଖକୁ ‘ବିଶ୍ବ ମଧୁମେହ ଦିବସ ଭାବେ ପାଳନ କରାଯାଉଛି। ଅନ୍ତର୍ଜାତୀୟ ଡାଇବେଟିସ ଫେଡେରେସନ ଏବଂ ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନର ମିଳିତାନୁକୂଲ୍ୟରେ ୧୯୯୧ ମସିହା ଠାରୁ ଏହା ପାଳିତ ହୋଇଆସୁଛି।ଏହ ଦିବସର ମୁଖ୍ୟ ଲକ୍ଷ୍ୟ ହେଉଛି ଶିବିର, ସ୍ବାସ୍ଥ୍ୟ ସମ୍ବନ୍ଧିତ ବାର୍ତ୍ତା, ସଭା ସମେତ ବିଭିନ୍ନ କାର୍ୟ୍ୟକ୍ରମ ମାଧ୍ୟମରେ ଜନ ସଚେତନା ସୃଷ୍ଟି କରିବା



Visitors Today : 2
Total Visitors : 130221
Total Views : 9891694
Visitors Online Now : 0