spot_img

୧୪ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସହ କୁଆପଥର ବର୍ଷାର ସମ୍ଭାବନା ରହିଛି । ୧୪ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟର ୫ଟି ଜିଲ୍ଲା କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ବଲାଙ୍ଗିର ଏବଂ କେନ୍ଦ୍ରପଡାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ବୌଦ୍ଧ, କୋରାପୁଟ, ଗଜପତି, ନୟାଗଡ଼, ଭଦ୍ରକ, ନୂଆପଡ଼ା, ଢ଼େଙ୍କାନାଳ, ଯାଜପୁର ଏବଂ ବାଲେଶ୍ୱର ଭଳି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି । ଏହାକୁ ଦୃଷ୍ଟିରେ ରଖି ସବୁ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ନେଇ ଆଂଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular