ଭୋଗରାଇ : ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ । ବାଲେଶ୍ଵର ଜିଲ୍ଲା ଭୋଗରାଇ ବ୍ଲକ ବାଜିତପୁର ପଂଚାୟତ ଅନ୍ତର୍ଗତ ବରବରିଆ ଗ୍ରାମର ଯୁବକ ଜୟନାରାୟନ ପ୍ରଧାନ ନିଜ ପାନ ବରଜକୁ ପାଣି ଦେବାକୁ ଯାଇଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ । ତେବେ ପରିବାର ଲୋକେ ଖବର ପାଇ ତାଙ୍କୁ ଜଳେଶ୍ବରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ଆସିଥିଲେ କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତ ଯୁବକଙ୍କ ସେ କୃଷି କାର୍ୟ୍ୟ କରିବା ସହ ଦିନ ମଜୁରିଆ ଭାବେ କାମ କରି ଗୁଜୁରାଣ ମେଣ୍ଟାଉଥିଲେ ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0